ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 3, 2019

ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା।  କେବଳ ପୁରୀରେ ରଥଯାତ୍ରା ପାଳନ କରାଯାଏ ନାହିଁ। ଦେଶ ଓ ଦେଶ ବାହାରେ ବିଭିନ୍ନ ସ୍ଥାନରେ ମଧ୍ୟ ରଥ ଟଣାଯାଇଥାଏ । ଆଜି ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ  ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି।

ଉଭୟ ନେତା ସମଗ୍ର ଦେଶବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। ସେହିଭଳି ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ଇଂରାଜୀ ଓ ହିନ୍ଦୀ ସହିତ ଓଡ଼ିଆରେ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି।



from Odisha Reporter https://ift.tt/2NyWfDM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages