କାନ୍ଥ ଭୁଶୁଡ଼ି ୪ ଆହତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 31, 2019

କାନ୍ଥ ଭୁଶୁଡ଼ି ୪ ଆହତ

ଉମରକୋଟ (କାର୍ତ୍ତିକ ମଲ୍ଲିକ): ବର୍ଷା ଯୋଗୁ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅନ୍ତର୍ଗତ ରାଉଳିଗୁଡ଼ା ଗାଁରେ ଗୋଟିଏ ଘରର କାନ୍ଥ ଭୁଶୁଡ଼ି ଯିବାରୁ ୪ ଜଣ ଆହତ ହୋଇଛନ୍ତି। ଏମାନେ ସମସ୍ତେ ଗୋଟିଏ ପରିବାରର। ସମସ୍ତଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସମସ୍ତେ ସୁସ୍ଥ ଅଛନ୍ତି ବୋଲି ଜଣାପଡ଼ିଛି। ଗତକାଲି ରାତିରେ ସମସ୍ତେ ଘରେ ଶୋଇଥିବା ବେଳେ କାନ୍ଥ ଭୁଶୁଡି ପଡ଼ିଥିଲା।

ଏହି ପରିବାରକୁ ସରକାରଙ୍କ ପକ୍ଷରୁ ଆର୍ଥିକ ସାହାଯ୍ୟ ଯୋଗାଇ ଦେବା ପାଇଁ ବିଡିଓଙ୍କ ନିକଟରେ ଗ୍ରାମବାସୀମାନେ ଦାବି କରିଛନ୍ତି। ଏହାସହ କୌଣସି ଆବାସ ଯୋଜନାରେ ଘର ଯୋଗାଇ ଦେବାକୁ ମଧ୍ୟ କହିଛନ୍ତି।



from Odisha Reporter https://ift.tt/31641H9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages