ପାଟକୁରା ଭୋଟ୍‌: ଚିରକୁଟିକୁ ନେଇ ଏଜେଣ୍ଟ-ପ୍ରିଜାଇଡିଂ ଅଫିସର୍‌ ଧସ୍ତାଧସ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 19, 2019

ପାଟକୁରା ଭୋଟ୍‌: ଚିରକୁଟିକୁ ନେଇ ଏଜେଣ୍ଟ-ପ୍ରିଜାଇଡିଂ ଅଫିସର୍‌ ଧସ୍ତାଧସ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଟକୁରା ବିଧାନସଭା ନିର୍ବାଚନ ପାଇଁ ଆଜି ଭୋଟ୍ ଗ୍ରହଣ ଚାଲିଥିବା ବେଳେ କିଣିଲୋ ସ୍ଥିତ ୩୦୭ ନମ୍ବର ବୁଥ୍‌ରେ ଉତ୍ତେଜନା ପ୍ରକାଶ ପାଇଛି। ଚିରକୁଟିକୁ ନେଇ ଏଠାରେ ଏଜେଣ୍ଟ ଓ ପ୍ରିଜାଇଡିଂ ଅଫିସରଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଉତ୍ତେଜନା କାରଣରୁ ଏଠାରେ ମତଦାନ ବନ୍ଦ ରହିଛି।

ଆଜି ସକାଳେ ୨୭୮ ନମ୍ବର ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ତେଣୁ ଭୋଟ୍ ଗ୍ରହଣରେ ବିଳମ୍ବ ହୋଇଥିଲା।

ପାଟକୁରା ବିଧାନସଭାରେ ଆଜି ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେଉଛି। ତେବେ ମୁଖ୍ୟତଃ ବିଜେପିର ବିଜୟ ମହାପାତ୍ର, ବିଜେଡିର ସାବିତ୍ରୀ ଅଗ୍ରଓ୍ୱାଲ ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି।



from Odisha Reporter https://ift.tt/2O6ysLy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages