ଆଜି ଶ୍ରୀଜିଉଙ୍କ ସୁନାବେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 12, 2019

ଆଜି ଶ୍ରୀଜିଉଙ୍କ ସୁନାବେଶ

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ଶ୍ରୀଜିଉଙ୍କ ସୁନା ବେଶ। ବାହୁଡାଯାତ୍ରାରେ ଆସି ବଡ଼ଦାଣ୍ଡରେ ଅଟକିଛନ୍ତି ଜଗା, ବଳିଆ ଓ ଭଉଣୀ ସୁଭଦ୍ରା । ଅପରାହ୍ଣ ୪ଟାରୁ ଶ୍ରୀଜିଉଙ୍କ ସୁନାବେଶ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି। ରାତି ପ୍ରାୟ ୮ଟାରେ ସନ୍ଧ୍ୟା ଧୂପ ଓ ରାତି ୧୨ଟା ୩୦ରେ ମହାପ୍ରଭୁଙ୍କ ଚନ୍ଦନଲାଗି ହେବାର କାର୍ଯ୍ୟକ୍ରମ ରହିଛି।  
ଏହାପରେ ମହାବାହୁଙ୍କ ବଡ଼ସିଂହାର ବେଶ ଅନୁଷ୍ଠିତ ହେବ। ରଥଯାତ୍ରା ଓ ବାହୁଡା ଭଳି ସୁନାବେଶ ମଧ୍ୟରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗି ରହିବ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଗତକାଲି ଶ୍ରୀକ୍ଷେତ୍ରରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମରେ ବାହୁଡ଼ା ଯାତ୍ରା ଆୟୋଜିତ ହୋଇଥିଲା। ଜନ୍ମବେଦୀରେ ଲୀଳାଖେଳା ସାରିବା ପରେ ଶ୍ରୀମନ୍ଦିର ଅଭିମୁଖେ ଫେରିଥିଲେ ଚତୁର୍ଦ୍ଧାମୂର୍ତ୍ତି।



from Odisha Reporter https://ift.tt/2jHiBVF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages