ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ୩୧ ପ୍ରତିଶତ କମ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 22, 2019

ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ୩୧ ପ୍ରତିଶତ କମ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଦେଶର ୧୫ଟି ସ୍ଥାନରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ଟି ସ୍ଥାନରେ ବର୍ଷାଭାବ ପରିଲକ୍ଷିତ ହୋଇଛି।  ସୌରାଷ୍ଟ୍ର ଓ କଚ୍ଛରେ ସ୍ୱାଭାବିକ ଠାରୁ ୫୮ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଲାକ୍ଷାଦ୍ୱୀପରେ ସ୍ୱାଭାବିକ ଠାରୁ ୧୭ ପ୍ରତିଶତ ଅଧିକ ବର୍ଷା ହୋଇଛି।

ତେବେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ୩୧ ପ୍ରତିଶତ କମ୍ ରହିଛି।



from Odisha Reporter https://ift.tt/2Y6JGja

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages