ନୂଆଦିଲ୍ଲୀ: ବରିଷ୍ଠ କଂଗ୍ରେସ ନେତା ଜୟପାଲ ରେଡ୍ଡୀଙ୍କ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା।
ଦୀର୍ଘଦିନରୁ ସେ ଅସୁସ୍ଥ ଥିଲେ। ହେଲେ ଗତକାଲି ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
ୟୁପିଏ ସରକାର ସମୟରେ ସେ କେନ୍ଦ୍ରମନ୍ତ୍ରୀ ଥିଲେ।
from Odisha Reporter https://ift.tt/2Y9vI4J
No comments:
Post a Comment