୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନସନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 4, 2019

୩ କୋଟି ଛୋଟ ଏବଂ ଉଠା ଦୋକାନୀଙ୍କୁ ମିଳିବ ପେନସନ

ନୂଆଦିଲ୍ଲୀ: ମୋଦି ୨ ସରକାରର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍‌ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିଛନ୍ତି। ବଜେଟ ବ୍ୟବସ୍ଥା ଅନୁଯାୟୀ, ଏଣିକି ୩ କୋଟି ଛୋଟ ଓ ଉଠା ଦୋକାନୀଙ୍କୁ ପେନସନ ମିଳିବ।

ଯେଉଁ ଛୋଟ ଓ ଉଠା ଦୋକାନୀମାନେ ବାର୍ଷିକ ୧.୫ କୋଟିରୁ କମ୍‌ କାରବାର କରୁଥିବେ ସେମାନଙ୍କୁ ପ୍ରଧାନମନ୍ତ୍ରୀ କର୍ମଯୋଗୀ ମାନଧନ ଯୋଜନାରେ ଏଭଳି ପେନସନ ଯୋଗାଇ ଦିଆଯିବ। ସେହିପରି ଏମଏସ୍‌ଏମ୍‌ଏଇ ପାଇଁ ୧ କୋଟି ଟଙ୍କାର ଋଣ ମାତ୍ର ୫୯ ମିନିଟରେ ମଞ୍ଜୁର କରାଯିବ।

ଏହାବାଦ୍‌ ଗଙ୍ଗା ନଦୀରେ ଜଳ ମାର୍ଗ ବିକାଶ ପାଇଁ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରେଲୱେର ବିକାଶ ପାଇଁ ପବ୍ଲିକ-ପ୍ରାଇଭେଟ୍ ପାର୍ଟନରଶିପ୍ ବ୍ୟବସ୍ଥା ହେଉଛି।



from Odisha Reporter https://ift.tt/2JonpYz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages