ରାସ୍ତା ଉପରେ ଓଲଟି ପଡ଼ିଲା ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 26, 2019

ରାସ୍ତା ଉପରେ ଓଲଟି ପଡ଼ିଲା ବସ୍‌

ସମ୍ୱଲପୁର(ସଞ୍ଜୟ ଜେନା): ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନା ଅନ୍ତର୍ଗତ ଭବାନିପାଲିଠାରେ ଆଜି ଭୋରରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୨ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଗୁରୁତର ଦ୍ୱୟଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ଆହତମାନଙ୍କୁ ସମ୍ୱଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଦିଲଖୁସ୍‌ ନାମକ ଏହି ବସ୍‌ଟି ଭୁବନେଶ୍ୱରରୁ ଝାରସୁଗୁଡ଼ାର ବ୍ରଜରାଜନଗରକୁ ଯାଉଥିଲା। ବସ୍‌ରେ ମୋଟ ୫୦ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2ZbAV8Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages