୬ ଜୁଲାଇ, ଶନିବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 5, 2019

୬ ଜୁଲାଇ, ଶନିବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

ମିଥୁନ: ମାନ-ସମ୍ମାନ ବୃଦ୍ଧି ପାଇବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟସ୍ତତା ଭିତରେ ଦିନଟି କଟିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ସିଂହ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଧନ ପ୍ରାପ୍ତିର ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

କନ୍ୟା: ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପ୍ରେମ ବ୍ୟାପାରରେ ସଫଳତା ମିଳିବ। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ଜମି କିଣି ପାରନ୍ତି। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବ୍ୟବସାୟରେ ଅର୍ଥ ଲଗାନ୍ତୁ ନାହିଁ।

ଧନୁ: ପୁରୁଣା ଇଚ୍ଛା ପୂରଣ ହୋଇପାରେ। ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ମକର: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମଧ୍ୟାହ୍ନ ପରେ ଖୁସି ଖବର ଶୁଣି ପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:  ଘରକୁ ଅତିଥି ଆସିପାରନ୍ତି। ମନ ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ମୀନ:  ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।



from Odisha Reporter https://ift.tt/2YCEfcA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages