୧୧ ଜୁଲାଇ, ଗୁରୁବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 10, 2019

୧୧ ଜୁଲାଇ, ଗୁରୁବାର: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବ।

ବୃଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସଙ୍କଟ ଦେଖାଦେଇପାରେ।

ମିଥୁନ: ବିବାହ ସ୍ଥିର ହୋଇପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କର୍କଟ: ଅଧିକ ପରିଶ୍ରମ କରିବେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଯାନବାହନ କିଣିପାରନ୍ତି।

ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ହସଖୁସିରେ ସମୟ ବିତାଇବେ। ନୂତନ ବସ୍ତ୍ର କିଣିପାରନ୍ତି। ମାନ-ସମ୍ମାନ ମିଳିବ।

ବିଚ୍ଛା: ପରିବାରରେ ହସଖୁସିର ପରିବେଶ ରହିବ। ମନ ପ୍ରଫୁଲ୍ଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଉପହାର ମିଳିବ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କୁମ୍ଭ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ମୀନ: ଖର୍ଚ୍ଚ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।



from Odisha Reporter https://ift.tt/2G7pojg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages