୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 25, 2019

୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ରାୟଗଡ଼ା (ମନୋଜ ପାତ୍ର): ରାୟଗଡ଼ା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଚାଟିକୋଣା ଗାଁରେ ଏକ ୪ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଝିଅଟିର ମାଆ ବିଷମକଟକ ଥାନାରେ ଏତଲା ଦେଇଛନ୍ତି। ଗାଁର ଦୁଇ ଜଣ ନାବାଳକ ଏହି କାଣ୍ଡ ଭିଆଇଥିବା ସେ ଅଭିଯୋଗ କରିଛନ୍ତି।

ଅଭିଯୋଗ ଅନୁସାରେ, ଗତ ୧୭ ତାରିଖ ଦିନ ମହିଳା ଜଣଙ୍କ ଘରେ ନଥିବା ବେଳେ ତାଙ୍କରି ସାହିର ଦୁଇ ଜଣ ନାବାଳକ ତାଙ୍କ ଝିଅକୁ ଦୁଷ୍କର୍ମ କରିଥିଲେ। ଏ ବିଷୟରେ ସେ ଗାଁ ଲୋକଙ୍କୁ ଜଣାଇଥିଲେ। ତେବେ ଗାଁରେ ଏହାର ସମାଧାନ ନ ହେବାରୁ ଗତକାଲି ସେ ବିଷମକଟକ ଥାନାରେ ଏତଲା ଦେଇଥିଲେ।

ପୁଲିସ୍‌ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଦୁଇ ଅଭିଯୁକ୍ତଙ୍କୁ ମଧ୍ୟ ପୁଲିସ୍ ପଚରାଉଚରା କରିଛି।



from Odisha Reporter https://ift.tt/2Mgykqr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages