ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା; ମହାପ୍ରଭୁଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ ନୀତି ଶେଷ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 3, 2019

ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା; ମହାପ୍ରଭୁଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅବକାଶ ନୀତି ଶେଷ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା। ଏନେଇ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଭାଇଭଉଣୀଙ୍କୁ ଧରି ଗୁଣ୍ଡିଚା ଯାତ୍ରାରେ ଯିବେ ଜଗତର ନାଥ ଶ୍ରୀଜଗନ୍ନାଥ। ବଡ଼ଦାଣ୍ଡରେ ଭକ୍ତ ଓ ଭଗବାନଙ୍କ ମହାମିଳନକୁ  ସମସ୍ତେ ଅପେକ୍ଷା କରିଛନ୍ତି।  ଆଜି ସକାଳୁ ଶ୍ରୀଜିଉଙ୍କ ନୀତିକାନ୍ତି ହୋଇଛି। ନୀତି ନିର୍ଘଣ୍ଟ ଅନୁସାରେ ନୀତିକାନ୍ତି କରାଯାଉଛି। ମହାପ୍ରଭୁଙ୍କ ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି ଓ ଅବକାଶ ନୀତି ଶେଷ ହୋଇଛି।

ରଥଯାତ୍ରା ପାଇଁ ପୁରୀ ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ା କରାଯାଇଛି। ସମଗ୍ର ପୁରୀ ସହରକୁ ପୁଲିସ ଛାଉଣିରେ ପରିଣତ ହୋଇଛି। ଜଳ, ସ୍ଥଳ ଓ ଆକାଶପଥରେ ଅଭୂତପୂର୍ବ ସୁରକ୍ଷା ବ୍ୟବସ୍ଥା କରାଯାଇଛି।



from Odisha Reporter https://ift.tt/2XSyj2k

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages