ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଦୁଇଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ଘଡ଼ଘଡ଼ି ବି ମାରିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ ଜିଲ୍ଲାବାସୀଙ୍କୁ ସକାଳ ସାଢ଼େ ୧୦ଟା ଯାଏ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
from Odisha Reporter https://ift.tt/2GfQm8r
No comments:
Post a Comment