ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 3, 2019

ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍‌ ଜରିଆରେ ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଘୋଷଯାତ୍ରା ଅବସରରେ ସାରା ବିଶ୍ଵର ସମସ୍ତ ଜଗନ୍ନାଥ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ। ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଯାଉ।

ମୁଖ୍ୟମନ୍ତ୍ରୀ ଓଡ଼ିଆ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଭିଡିଓ ପୋଷ୍ଟ୍ କରିଛନ୍ତି।



from Odisha Reporter https://ift.tt/2RTqpjE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages