୭ ଜୁଲାଇ, ରବିବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 6, 2019

୭ ଜୁଲାଇ, ରବିବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ବୃଷ: ବ୍ୟବସାୟରେ ପରିବର୍ତ୍ତନ କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ପରିବାରରେ ହସଖୁସିର ପରିବେଶ ରହିବ।

ମିଥୁନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ସନ୍ଧ୍ୟାରେ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କର୍କଟ: ଋଣ ଦିଅନ୍ତୁ ନାହିଁ। ଯାନବାହନ କିଣିବାର ଯୋଗ ରହିଛି। ମାନ-ସମ୍ମାନ ମିଳିବ।

ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। ବିଦେଶକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

କନ୍ୟା: ଶରୀରରେ ଆଘାତ ଲାଗିପାରେ। ଦାମ୍ପତ୍ୟ ଜୀବନରେ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: ଘର ପାଇଁ କୌଣସି ଦାମୀ ଜିନିଷ କିଣିପାରନ୍ତି। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିପାରନ୍ତି। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ଭାଇଙ୍କଠାରୁ ପରାମର୍ଶ ନେଇପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିବାହ ସ୍ଥିର ହୋଇପାରେ।

କୁମ୍ଭ: ବ୍ୟବସାୟରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଅଫିସ୍‌ରେ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ମୀନ: ସ୍ୱାସ୍ଥ୍ୟ ଭଲ ରହିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।



from Odisha Reporter https://ift.tt/2L68eqy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages