OTET ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 12, 2019

OTET ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି OTET ପରୀକ୍ଷା ବିଜ୍ଞପ୍ତି। ଚଳିତମାସ ୧୫ରୁ ୨୬ ତାରିଖ ପର୍ଯ୍ୟନ୍ତ କେବଳ ଅନଲାଇନରେ ଆବେଦନ କରିପାରିବେ ଆଶାୟୀ। ଅନଲାଇନ୍‌ରେ ପେମେଣ୍ଟ କରାଯିବା ପାଇଁ ଶେଷ ସମୟ ୨୯ ତାରିଖ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଛି।

ପେପର-୧, ପେପର-୨ ପାଇଁ ଅଲଗା ଅଲଗା ଆବେଦନ କରିବେ ଆଶାୟୀ ପରୀକ୍ଷାର୍ଥୀ। ୨୦୧୮ OTET ପାଇଁ ଆବେଦନ କରିଥିବା ପରୀକ୍ଷାର୍ଥୀ ସାନି ଆବେଦନ ମଧ୍ୟ କରିବେ। ସାନି ଆବେଦନ ପାଇଁ ପରୀକ୍ଷାର୍ଥୀଙ୍କୁ ଆଉ ଫି ଦେବାକୁ ପଡ଼ିବ ନାହିଁ। ଅଗଷ୍ଟ ପ୍ରଥମ ସପ୍ତାହରେ OTET ପରୀକ୍ଷା ହେବ ବୋଲି ବୋର୍ଡ ସଭାପତି କହିଛନ୍ତି।  ଜାନୁଆରୀ ୧୬ରେ ପ୍ରଶ୍ନପତ୍ର ଲିକ୍ ପାଇଁ OTET ପରୀକ୍ଷା ବାତିଲ ହୋଇଥିଲା।



from Odisha Reporter https://ift.tt/2Y9s3Dv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages