ଗାନ୍ଧି ଜୟନ୍ତୀରୁ ସମଗ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ 5T - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 14, 2019

ଗାନ୍ଧି ଜୟନ୍ତୀରୁ ସମଗ୍ର ରାଜ୍ୟରେ କାର୍ଯ୍ୟକାରୀ ହେବ 5T

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) : ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେବା ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଗାନ୍ଧିଙ୍କ ବିଚାରଧାରା ଓ ଆଦର୍ଶର ଆଜି ଅଧିକ ଗୁରୁତ୍ୱ ରହିଛି। ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସାମିଲ୍ କରିବାକୁ ସେ ଦାବି ଜଣାଇଛନ୍ତି।  ଏହା ସାରା ବିଶ୍ୱରେ ଆମ ଗଣତନ୍ତ୍ରକୁ ଗୌରବାନ୍ୱିତ କରିବ ବୋଲି ମତ ରଖିଲେ ମୁଖ୍ୟମନ୍ତ୍ରୀ।

ଆମର ପ୍ରତ୍ୟେକ କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ସାଧାରଣ ଲୋକେ। ସେମାନଙ୍କୁ  ହକ୍ ଦେବାକୁ 5T କାର୍ଯ୍ୟକାରୀ କରିଛୁ। ଏହା ପ୍ରଶାସନକୁ  ଅଧିକ ମଜଭୁତ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଗାନ୍ଧି ଜୟନ୍ତୀରୁ ସମଗ୍ର ରାଜ୍ୟରେ  5T କାର୍ଯ୍ୟକାରୀ ହେବ । ପ୍ରଥମ ପର୍ଯ୍ୟାୟରେ ଥାନା, ଜିଲ୍ଲା ମୁଖ୍ୟାଳୟ ଓ ହସ୍ପିଟାଲରେ ଏହା  ଲାଗୁ ହେବ ବୋଲି ସେ ନିଜ ଅଭିଭାଷଣରେ କହିଛନ୍ତି ।

 

 



from Odisha Reporter https://ift.tt/2Z92qCU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages