ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 22, 2019

ସକାଳ ସାଢ଼େ ଦଶଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜାଗାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ୬ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ପୁରୀ ଏବଂ ଗଜପତି।

 



from Odisha Reporter https://ift.tt/2L189BX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages