ଆହୁରି ୨ ଦିନ ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 12, 2019

ଆହୁରି ୨ ଦିନ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୧ ଜିଲ୍ଲାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, କନ୍ଧମାଳ, ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଝାରସୁଗୁଡ଼ା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର  ପୂର୍ବାନୁମାନ କରିଛି ।



from Odisha Reporter https://ift.tt/2Z3nVkw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages