କୋଠା ଭୁଶୁଡ଼ି ୪ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 9, 2019

କୋଠା ଭୁଶୁଡ଼ି ୪ ମୃତ

ଅହମଦାବାଦ: ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟ ଖେଡା ଜିଲ୍ଲାର ପ୍ରଗତିନଗରରେ ଏକ ତିନି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଅତ୍ୟଧିକ ବର୍ଷା କାରଣରୁ କୋଠାଟି ଭୁଶୁଡ଼ି ଯାଇଥିବା ଜଣାପଡିଛି ।

୪ ଜଣଙ୍କର ମୃତଦେହ ଏଯାଏ ଉଦ୍ଧାର କରାଯାଇଥିବା ବେଳେ ୫ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୋଠା ତଳେ ଆହୁରି ୭ରୁ ୮ ଜଣ ଲୋକ ଫସି ରହିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଦମକଳ ବାହିନୀର ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଖେଡା ଜିଲ୍ଲାର ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ଥିବା ଜଣାପଡ଼ିଛି।


from Odisha Reporter https://ift.tt/2TqqR9W

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages