ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 26, 2019

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍

ସମ୍ୱଲପୁର(ସଞ୍ଜୟ ଜେନା): ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇଛି। ଏହାକୁ ନଜରରେ ରଖି ହୀରାକୁଦ ଜଳ ଭଣ୍ଡାରର ୧୦ଟି ଗେଟ୍ ଖୋଲାଯାଇଛି।  ଗତକାଲି ପର୍ଯ୍ୟାୟକ୍ରମେ ୬ଟି ଗେଟ୍‌ ଖୋଲାଯାଇଥିଲା। ଆଜି ସକାଳେ ପୁଣି ୪ଟି ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୧୦ଟି ଗେଟ୍ ଦେଇ ଡ୍ୟାମରୁ ଜଳ ନିଷ୍କାସନ ଜାରି ରହିଛି।

ବର୍ତ୍ତମାନ  ଜଳଭଣ୍ଡାର ଭିତରକୁ ୧ ଲକ୍ଷ ୭୫ହଜାର ୨୪୪ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୧ ଲକ୍ଷ ୩୧ ହଜାର ୫୯ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି।



from Odisha Reporter https://ift.tt/325pIHS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages