୧୫ ଅଗଷ୍ଟ, ଗୁରୁବାର: ବ୍ୟସ୍ତତା ଭିତରେ ଦିନଟି କଟିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 14, 2019

୧୫ ଅଗଷ୍ଟ, ଗୁରୁବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ମନ ଭଲ ରହିବ ନାହିଁ। ବାଦ-ବିବାଦରେ ପଡ଼ିପାରନ୍ତି। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି।

ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ନୂଆ ବନ୍ଧୁ ମିଳିପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ମିଥୁନ: ଦିନଟି ଭଲରେ କଟିବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ।

ସିଂହ:  କୌଣସି ଶୁଭ ଖବର ଶୁଣିପାରନ୍ତି। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ସ୍ୱାସ୍ଥ୍ୟ ଭଲ ରହିବ।

କନ୍ୟା: ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। କାହା ସହିତ ଝଗଡ଼ା ହୋଇପାରେ। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ।

ତୁଳା:  ପଦୋନ୍ନତିର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ।

ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ସନ୍ତାନଙ୍କ ସହ ମତଭେଦ ହୋଇପାରେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ।

ଧନୁ: ଆଜି ଟିକେ ସତର୍କ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ମୀନ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣି ପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

 



from Odisha Reporter https://ift.tt/2Z3pSS3

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages