ପୁରୀ(ଓଡ଼ିଶା ରିପୋର୍ଟର): ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅରୁଣ ଜେଟଲୀଙ୍କୁ ବାଲୁକା କଳା ମାଧ୍ୟମରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପୁରୀ ବେଳାଭୂମିରେ ସେ ଏହି ବାଲୁକା କଳା ନିର୍ମାଣ କରିଛନ୍ତି। ପ୍ରାୟ ୫ ଟନ୍ ବାଲିରେ ଏହି ବାଲୁକା କଳା ନିର୍ମିତ ହୋଇଛି। ଏହାର ଓସାର ପ୍ରାୟ ୧୦ ଫୁଟ ରହିଛି।
ପ୍ରାୟ ୫ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି ମାନସ ସାହୁ ଏହି ବାଲୁକା କଳା ନିର୍ମାଣ କରିଛନ୍ତି।
from Odisha Reporter https://ift.tt/30IadoM
No comments:
Post a Comment