ମାଲକାନଗିରିରେ ସୁଧୁରୁଛି ବନ୍ୟା ସ୍ଥିତି, ଆଜି ବି ସ୍କୁଲ ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 7, 2019

ମାଲକାନଗିରିରେ ସୁଧୁରୁଛି ବନ୍ୟା ସ୍ଥିତି, ଆଜି ବି ସ୍କୁଲ ଛୁଟି

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲାରେ ସୁଧୁରୁଛି ବନ୍ୟା ପରିସ୍ଥିତି। ଗତକାଲି ବର୍ଷାର ପରିମାଣ କମିବାରୁ କିଛି ନଦୀର ଜଳସ୍ତର ଧୀରେ ଧୀରେ ହ୍ରାସ ପାଉଛି। ଯାହାଦ୍ୱାରା ମାଲକାନଗିରିରୁ କାଲିମେଳା ଓ ବାଲିମେଳାକୁ ଯୋଗାଯୋଗ ସମ୍ଭବ ହୋଇପାରିଛି।

ଏବେ ବି ସାବେରୀ ଓ  ଅନ୍ୟ ନଦୀର ଜଳସ୍ତର ହ୍ରାସ ପାଇ ନ ଥିବାରୁ ଛତିଶଗଡ଼ ଓ କିଛି ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଏହାକୁ ଦୃଷ୍ଟିରେ ରଖି  ଜିଲ୍ଲା ପ୍ରଶାସନ ପକ୍ଷରୁ  ଆଜି ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ଏହାସହ  ତଳିଆ ଅଞ୍ଚଳର ୪୮୧୯ ଲୋକଙ୍କୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।



from Odisha Reporter https://ift.tt/2MNtJw0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages