୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ଝଡ଼ ତୋଫାନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 20, 2019

୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ଝଡ଼ ତୋଫାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଅଜୟ କୁମାର ନାୟକ ଆଜି ଏହି ସୂଚନା ଦେଇଛନ୍ତି ।

ସେ କହିଛନ୍ତି, “ପୂର୍ବ ଉତ୍ତରପ୍ରଦେଶରୁ ଓଡ଼ିଶା ଦେଇ ଉତ୍ତର ତାମିଲନାଡ଼ୁକୁ ଏକ ଟ୍ରଫ୍‌ ଲାଇନ୍‌ ଲମ୍ବିଛି। ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ବଲାଙ୍ଗିର, ସୋନପୁର,କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।”



from Odisha Reporter https://ift.tt/31VzufM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages