ଯୁବକଙ୍କ ମୃତଦେହ ଉଦ୍ଧାର; ଅପହରଣ ପରେ ହତ୍ୟା ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 16, 2019

ଯୁବକଙ୍କ ମୃତଦେହ ଉଦ୍ଧାର; ଅପହରଣ ପରେ ହତ୍ୟା ସନ୍ଦେହ

କେନ୍ଦୁଝର(ପ୍ରଣୟ ପାଣି):କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ତଡ଼ୁଆବାହାଳ କେନାଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ସଞ୍ଜୟ ସାହୁ। ସେ ପର୍ଶଳାରେ  କବାଡ଼ି ବ୍ୟବସାୟ କରୁଥିଲେ।

ଗତ ତିନି ଦିନ ତଳେ ତାଙ୍କୁ ପର୍ଶଳାରୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ତେବେ ତାଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।  କେନ୍ଦୁଝରରୁ ସାଇଣ୍ଟିଫିକ୍‌ ଟିମ୍‌ ଯିବା ପରେ ପୁଲିସ୍‌ ଘଟଣାର ତଦନ୍ତ ଆରମ୍ଭ କରିବ ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2NhoyVk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages