ସୁବାସିନୀଙ୍କୁ ଦଳିଦେଲା ହାତୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 27, 2019

ସୁବାସିନୀଙ୍କୁ ଦଳିଦେଲା ହାତୀ

ଅନୁଗୋଳ (ବିରଜା ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକ ଥାନା ଅନ୍ତର୍ଗତ ନଅଗାଁ ପଞ୍ଚାୟତ ନୂଆଗଡ଼ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ମୃତା ବୃଦ୍ଧା ଜଣକ ହେଲେ ସୁବାସିନୀ ନାୟକ। ତାଙ୍କ ବୟସ ୬୦ ବର୍ଷ।

ଆଜି ସକାଳେ ସୁବାସିନୀ ଶୌଚ ପାଇଁ ପୋଖରୀକୁ ଯାଇଥିଲେ। ଏହି ସମୟରେ ପଛରୁ ଏକ ହାତୀ ଆସି ତାଙ୍କୁ ଆକ୍ରମଣ କରିଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା।

ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତା ବୃଦ୍ଧାଙ୍କ ପରିବାରକୁ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି।



from Odisha Reporter https://ift.tt/2ZjeX7K

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages