ମହିଳାଙ୍କୁ ଗଳାକାଟି ହତ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 16, 2019

ମହିଳାଙ୍କୁ ଗଳାକାଟି ହତ୍ୟା

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ଲଚ୍ଛିପୁର ଫାଣ୍ଡି ଅନ୍ତର୍ଗତ ରାଏପାଲି ଗାଁରେ ଜଣେ ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଛି। ମୃତ ମହିଳାଙ୍କ ନାଁ ଲକ୍ଷ୍ମୀ ବାରିକ(୫୦)।

ଆଜି ସକାଳେ ଲକ୍ଷ୍ମୀ ତାଙ୍କ ଘର ବାରିପଟେ ବାସନ ମାଜୁଥିବା ବେଳେ କେହି ଦୁର୍ବୃତ୍ତ ପଛପଟୁ ଆସି ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଗଳାକାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ଲଚ୍ଛିପୁର ଫାଣ୍ଡି ଅଧିକାରୀ ଏବଂ ଡୁଙ୍ଗୁରପାଲି ଥାନା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/3092y2Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages