ସୁଶୀଲଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 18, 2019

ସୁଶୀଲଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ଟାଙ୍ଗରପାଲି ଥାନା ଅନ୍ତର୍ଗତ ଆଇଡିଏଲ୍‌ ଫାଣ୍ଡି ନିକଟ ପଡ଼ିଆରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ନାଁ ସୁଶୀଲ ଓରାମ (୨୫)।  ତାଙ୍କ ଘର ଆଇଡିଏଲ୍‌ କଲୋନୀ ନିକଟ ସମରା ବସ୍ତିରେ।

ସୁଶୀଲଙ୍କ ମୁଣ୍ଡ, ବେକ ଓ ପେଟରେ କ୍ଷତି ଚିହ୍ନ ରହିଛି। ତେଣୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ଗତକାଲି ସନ୍ଧ୍ୟାରେ ସେ ଘରୁ କେଉଁଆଡ଼େ ଯାଇଥିଲେ ଓ ରାତିରେ ଆଉ ଫେରି ନଥିଲେ। ଆଜି ସକାଳେ ତାଙ୍କ କ୍ଷତବିକ୍ଷତ ମୃତଦେହ ଠାବ କରାଯାଇଥିଲା। ଖବର ପାଇ ପୁଲିସ୍‌ ସାଇଣ୍ଟିକ୍‌ଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।



from Odisha Reporter https://ift.tt/2NdNRHX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages