କଟକ(ଓଡ଼ିଶା ରିପୋର୍ଟର): ପୂର୍ବତନ ମୁଖ୍ୟ ଶାସନ ସଚିବ ଏଲ୍.ଆଇ୍ ପରିଜାଙ୍କ ପରଲୋକ ହୋଇ ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। କଟରର ଏକ ଘରୋଇ ହସ୍ପିଟାଲରେ ସେ ନିଶ୍ୱାସ ତ୍ୟାଗ କରିଛନ୍ତି।
ଏଲ୍.ଆଇ୍ ପରିଜା ଖ୍ୟାତନାମା ବୈଜ୍ଞାନିକ ପ୍ରାଣକୃଷ୍ଣ ପରିଜାଙ୍କ ପୁଅ ଥିଲେ। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।
from Odisha Reporter https://ift.tt/2U2TVo6
No comments:
Post a Comment