ବାଙ୍ଗାଲୁରୁ: କର୍ଣ୍ଣାଟକରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ସେଠାକାର ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ବର୍ଷା ଯୋଗୁ ୱେଲଗାବୀ ଜିଲ୍ଲାର ନିପାନି ନିକଟରେ ଥିବା ଜାତୀୟ ରାଜପଥ ୪ରେ ଏକ ବଡ଼ ଫାଟ ସୃଷ୍ଟି ହୋଇଛି। ଫଳରେ ରାସ୍ତାରେ ଯାତାୟତ ଠପ୍ ହୋଇଯାଇଛି।
ଲଗାଣ ବର୍ଷା ଯୋଗୁ କର୍ଣ୍ଣାଟକର କେତୋଟି ଜିଲ୍ଲାରେ ବନ୍ୟା ଆଶଙ୍କା ଦେଖାଦେଇଛି। ଏହାସହ କର୍ଣ୍ଣାଟକରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ହାଇ ଆର୍ଲଟ ଜାରି କରାଯାଇଛି।
from Odisha Reporter https://ift.tt/2KvAfEV
No comments:
Post a Comment