ରାୟପୁର: ଛତିଶଗଡ଼ ନାରାୟଣପୁର ଜିଲ୍ଲାର ଅବୁଝାମାରରେ ଆଜି ନକ୍ସଲ ଏବଂ ଯବାନ ମୁହାଁମୁହିଁ ହୋଇଥିଲେ। ଏଥିରେ ୫ ନକ୍ସଲ ନିହତ ହୋଇଥିବା ବେଳେ ୨ ଯବାନ ଆହତ ହୋଇଛନ୍ତି। ଏବେ ବି ନକ୍ସଲ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଥିବା ସୂଚନା ରହିଛି।
#UPDATE Five Maoists have been killed in encounter with security forces in Narayanpur,Chhattisgarh https://t.co/a7hbBZ4Ei7
— ANI (@ANI) August 24, 2019
ସୂଚନାଯୋଗ୍ୟ, ପୁଲିସ ନାରାୟଣପୁରରେ ପାଟ୍ରୋଲିଂ କରୁଥିଲା। ଏହି ସମୟରେ ନକ୍ସଲ ଯବାନଙ୍କ ଉପରେ ପ୍ରଥମେ ଗୁଳି ଚଳାଇଥିଲେ ବୋଲି ଡିଆଇଜି ପିଆର ପୌକରା କହିଛନ୍ତି।
from Odisha Reporter https://ift.tt/30usE05
No comments:
Post a Comment