ଯୁକ୍ତ ତିନି କଲେଜରେ ଖାଲିପଡ଼ିଥିବା ସିଟ୍ ପୂରଣ ପାଇଁ ଆଜିଠୁ ସ୍ପଟ ଆଡମିସନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 15, 2019

ଯୁକ୍ତ ତିନି କଲେଜରେ ଖାଲିପଡ଼ିଥିବା ସିଟ୍ ପୂରଣ ପାଇଁ ଆଜିଠୁ ସ୍ପଟ ଆଡମିସନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ଯୁକ୍ତ ତିନି କଲେଜଗୁଡ଼ିକରେ ଖାଲିପଡ଼ିଥିବା ସିଟ୍  ପୂରଣ ପାଇଁ ଆଜିଠାରୁ ସ୍ପଟ ଆଡମିସନ ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରଛାତ୍ରୀମାନେ ଆଜି ଓ ଆସନ୍ତାକାଲି ଦୁଇ ଦିନ ଭିତରେ କଲେଜ ଯାଇ ନାମ ପଞ୍ଜୀକରଣ କରିବେ। ୧୮ ତାରିଖରେ କଲେଜଗୁଡ଼ିକ ସିଲେକ୍ସନ ତାଲିକା ପ୍ରକାଶ କରିବେ। ୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ସିଲେକ୍ସନ ତାଲିକାରେ ଥିବା ଛାତ୍ରଛାତ୍ରୀ ଅନ୍‌ଲାଇନରେ ଆଡମିସନ ଫି’ ଡିପୋଜିଟ କରିବେ।

୨୩ ତାରିଖରେ ନାମଲେଖା ହେବ। ଆସନ୍ତା ୨୪ତାରିଖରୁ ପାଠପଢ଼ା ଆରମ୍ଭ ହେବ। ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ନାମଲେଖା ହୋଇଥିବା ବେଳେ ଅନେକ କଲେଜରେ ସିଟ୍ ଖାଲିପଡ଼ିଛି। ଏଗୁଡ଼ିକ ପୂରଣ ପାଇଁ ସ୍ପଟ ଆଡମିସନ କରାଯାଉଛି।



from Odisha Reporter https://ift.tt/33FQQyW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages