ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ : ଆଜି ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 8, 2019

ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ : ଆଜି ଓକିଲଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

କଟକ ( ଓଡ଼ିଶା ରିପୋର୍ଟର ) ସରକାରଙ୍କ ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ କରି ଆଜି ଦିନିକିଆ କାର୍ଯ୍ୟବନ୍ଦ ଡାକରା ଦେଇଛି ସ୍ୟାଟ ବାର୍ ଆସୋସିଏସନ।  ସମସ୍ତ ନିମ୍ନ ଅଦାଲତର ଓକିଲମାନେ ଏହି ଦିନିକିଆ କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେବେ ।

ସ୍ୟାଟରେ ୭୪ ହଜାରରୁ ଅଧିକ ମାମଲା ଏବେ ବିଚାରାଧୀନ ରହିଥିବା ବେଳେ ସରକାର ଏହାକୁ ଉଚ୍ଛେଦ ପାଇଁ ନେଇଥିବା ନିଷ୍ପତ୍ତିକୁ ବିରୋଧ କରାଯାଇଛି । ଭୁବନେଶ୍ୱର ଓକିଲ ସଂଘ ମଧ୍ୟ ସରକାରଙ୍କ ଏଡି ନିଷ୍ପତ୍ତିକୁ ପ୍ରତିବାଦ ଜଣାଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବ । କଳା ବ୍ୟାଜ ପିନ୍ଧି ସ୍ୟାଟ୍ ଉଚ୍ଛେଦ ନିଷ୍ପତ୍ତିକୁ ବିରୋଧ କରିବା ସହ ଜିଲ୍ଲା ଜଜ୍ ଅଦାଲତ ଆଗରେ ଆଇନଜୀବୀମାନେ ଧାରଣା ଦେବେ ବୋଲି ଭୁବନେଶ୍ୱର ଓକିଲ ସଂଘ ପକ୍ଷରୁ କୁହାଯାଇଛି ।



from Odisha Reporter https://ift.tt/31qvrYr

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages