୩୧ ଅଗଷ୍ଟ,ଶନିବାର: ମନ ବିଚଳିତ ରହିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 30, 2019

୩୧ ଅଗଷ୍ଟ,ଶନିବାର: ମନ ବିଚଳିତ ରହିବ

ମେଷ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।

ବୃଷ: ମନ ବିଚଳିତ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମିଥୁନ: ଦିନଟି ଖୁସିରେ କଟିବ। ଉପହାର ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

କର୍କଟ: ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ମକର: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।



from Odisha Reporter https://ift.tt/30MZj1j

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages