ଦିନ ୧୦ଟା ଯାଏ ସତର୍କ ରୁହନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 5, 2019

ଦିନ ୧୦ଟା ଯାଏ ସତର୍କ ରୁହନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଦିନ ୧୦ଟା ଯାଏ ୧୩ଟି ଜିଲ୍ଲାବାସୀଙ୍କୁ ସତର୍କ ରଖିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡ଼ା, କଳାହାଣ୍ଡି, ଅନୁଗୋଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଢେଙ୍କାନାଳ।



from Odisha Reporter https://ift.tt/2ZBGJsj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages