ଘରୁ ଡାକି ନେଇ ନାୟବ ସରପଞ୍ଚଙ୍କ ଗଳା କାଟିଦେଲେ ନକ୍ସଲ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 30, 2019

ଘରୁ ଡାକି ନେଇ ନାୟବ ସରପଞ୍ଚଙ୍କ ଗଳା କାଟିଦେଲେ ନକ୍ସଲ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲ୍ଲାରେ ନକ୍ସଲମାନେ ବର୍ବରକାଣ୍ଡ ଘଟାଇଛନ୍ତି। ସେମାନେ ଛୋଟେଗୁଡ଼ରା ଗାଁର ନାୟବ ସରପଞ୍ଚର ଗଳାକାଟି ହତ୍ୟା କରିଛନ୍ତି। ମୃତକଙ୍କ ନାଁ ଜଣାପଡ଼ି ନାହିଁ।

ଗତକାଲି ରାତିରେ ୧୦ରୁ ୧୫ ଜଣ ନକ୍ସଲ ନାୟବ ସରପଞ୍ଚଙ୍କୁ ଘରୁ ଡାକି ନେଇଥିଲେ। ତାପରେ ତାଙ୍କ ଗଳାକାଟି ହତ୍ୟା କରିଥିଲେ। ଆଜି ସକାଳେ ଗାଁ ମୁଣ୍ଡରେ ତାଙ୍କ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ।

ଗାଁରେ ଉପନିର୍ବାଚନ ତାରିଖ ଘୋଷଣା ହେବା ପରେ ନକ୍ସଲମାନେ ଏଭଳି ବର୍ବର କାଣ୍ଡ ଘଟାଇଛନ୍ତି।  ନିର୍ବାଚନକୁ କେନ୍ଦ୍ର କରି ସେମାନେ ଏହି ହିଂସାକାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି ।



from Odisha Reporter https://ift.tt/32gV91R

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages