ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି।
ଦିନ ୧୦ଟା ୩୦ ଯାଏ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ ଓ ଦେବଗଡ଼।
from Odisha Reporter https://ift.tt/2ZeJuPv
No comments:
Post a Comment