ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ନେଲେ ଆଦିତ୍ୟ ପାଢ଼ୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 19, 2019

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ନେଲେ ଆଦିତ୍ୟ ପାଢ଼ୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ନୂଆ ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଦିତ୍ୟ ପ୍ରସାଦ ପାଢ଼ି। ଦାୟିତ୍ୱ ଗ୍ରହଣ ପରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି,“ ଆଗକୁ ପୌର ଓ ପଞ୍ଚାୟତ ନିର୍ବାଚନ ଆସୁଛି। ମୁଁ ଏହାକୁ ସୁଚାରୁରୂପେ ତୁଲାଇବା ପାଇଁ ଚେଷ୍ଟା କରିବି।”
ଅନ୍ୟପକ୍ଷରେ ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ହେଲେ ଆଇନଗତ ଅସୁବିଧା ଯୋଗୁ ଏହା ସମ୍ଭବ ହୋଇପାରନି ବୋଲି କହିଛନ୍ତି ବିଦାୟୀ ରାଜ୍ୟ ନିର୍ବାଚନ କମିଶନର।

ସୂଚନାରଯୋଗ୍ୟ, ପୂର୍ବତନ ମୁଖ୍ୟ ଶାସନ ସଚିବ ଥିବା ଆଦିତ୍ୟ ପ୍ରସାଦ ପାଢ଼ୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି। ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଅସିତ୍ ତ୍ରିପାଠୀ ଦାୟିତ୍ୱ ନେଇଛନ୍ତି । ସେ ହେଉଛନ୍ତି ୧୯୮୬ ବ୍ୟାଚ୍‌ର ‌ଆଇଏଏସ୍ ଅଧିକାରୀ।



from Odisha Reporter https://ift.tt/2KFpfGv

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages