୨୭ ଅଗଷ୍ଟ, ମଙ୍ଗଳବାର: ଆତ୍ମବିଶ୍ୱାସ ବଢ଼ିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 26, 2019

୨୭ ଅଗଷ୍ଟ, ମଙ୍ଗଳବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ହାଲିଆ ଲାଗିବ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: ଜୀବନସାଥୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ମାନ-ସମ୍ମାନ ମିଳିବ। ନୂଆ ପୋଷାକ କିଣିପାରନ୍ତି। ବନ୍ଧୁମାନଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି।

ସିଂହ: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।

ତୁଳା: ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।

ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ବନ୍ଧୁମାନଙ୍କ ସହ ଯୁକ୍ତିତର୍କ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ଧନପ୍ରାପ୍ତି ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।

କୁମ୍ଭ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ।

ମୀନ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।



from Odisha Reporter https://ift.tt/2KW5ivg

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages