କନ୍ଧମାଳ ଜିଲ୍ଲାରେ ପରିସ୍ଥିତି ଅସମ୍ଭାଳ; ଜଗି ରହିଛି ଓଡ୍ରାଫ୍‌ ଟିମ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 7, 2019

କନ୍ଧମାଳ ଜିଲ୍ଲାରେ ପରିସ୍ଥିତି ଅସମ୍ଭାଳ; ଜଗି ରହିଛି ଓଡ୍ରାଫ୍‌ ଟିମ୍‌

ବାଲିଗୁଡ଼ା(ଅଜିତ ନାୟକ) ଲଗାଣ ବର୍ଷାରେ କନ୍ଧମାଳ ଜିଲ୍ଲାର ସ୍ଥିତି ବେହାଲ ହୋଇପଡ଼ିଛି। ବିଶେଷ କରି ବାଲିଗୁଡ଼ା ଅଞ୍ଚଳରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି। ବାଟାଗୁଡ଼ାଠାରେ ୫୯ ନମ୍ବର ଜାତୀୟ ରାଜପଥର ଅସ୍ଥାୟୀ କଲଭର୍ଟ ଧୋଇ ହୋଇଯିବା ପରେ ଏବେ ବି କନ୍ଧମାଳ-କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ଯୋଗାଯୋଗ ବିଚ୍ଛିନ୍ନ ରହିଛି।

ଏହାସହ ବାଲିଗୁଡା, ତୁମୁଡିବନ୍ଧ ଓ କୋଟଗଡ ବ୍ଲକର ଅନେକ ଆଦିବାସୀ ଉପାନ୍ତ ଇଲାକାରେ ବର୍ଷା ଲାଗିରହିଥିବା ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି।  ପ୍ରଶାସନ ତରଫରୁ ବାଲିଗୁଡାଠାରେ ଏକ ଓଡ୍ରାଫ ଟିମକୁ ସଜାଗ ରଖାଯାଇଛି।



from Odisha Reporter https://ift.tt/2M7Xmsq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages