ସେବା ସମବାୟ ସମିତି ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ଉ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 29, 2019

ସେବା ସମବାୟ ସମିତି ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ଉ

ଭଦ୍ରକ(ପାର୍ଥସାରଥୀ ନାୟକ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍‌ ତେସିଙ୍ଗା ସେବା ସମବାୟ ସମିତିର ସମ୍ପାଦକ ରାଜେନ୍ଦ୍ର ଖଣ୍ଡେଇଙ୍କ ଘର ଉପରେ ଆଜି ଭିଜିଲାନ୍ସ ଚଢଉ ହୋଇଛି। ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଚଢଉ ଜାରି ରହିଛି।

ରାଜେନ୍ଦ୍ରଙ୍କ ବାସଭବନ, ଇଟା  ଫ୍ୟାକ୍ଟ୍ରି, ଶଶ୍ୱର ଘର, ତେସିଙ୍ଗା ସେବା ସମବାୟ ସମିତି କାର୍ଯ୍ୟାଳୟ, ତେସିଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ଓ  ବନ୍ଧୁଙ୍କ ଘରେ ମଧ୍ୟ ଭିଜିଲାନ୍ସ କର୍ମଚାରୀ ଚଢ଼ଉ ଜାରି ରଖିଛନ୍ତି। ଅନ୍ୟପକ୍ଷରେ ରାଜେନ୍ଦ୍ରଙ୍କ ସ୍ତ୍ରୀ ସଙ୍ଗୀତା ଖଣ୍ଡେଇ ତେସିଙ୍ଗାର ସରପଞ୍ଚ ଅଛନ୍ତି।



from Odisha Reporter https://ift.tt/34dbsOY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages