ଏହିସବୁ ଜିଲ୍ଲାଗୁଡ଼ିକରେ ଆଜି ହୋଇପାରେ ବଜ୍ରପାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 11, 2019

ଏହିସବୁ ଜିଲ୍ଲାଗୁଡ଼ିକରେ ଆଜି ହୋଇପାରେ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ଅପରାହ୍ନ ୧ଟା୩୦ ଯାଏ ସତର୍କ ରହିବାକୁ ୧୫ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ସୋନପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ନୟାଗଡ଼।



from Odisha Reporter https://ift.tt/2YWov7T

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages