ଆଜି ଶ୍ରାବଣ ମାସର ଶେଷ ସୋମବାର: ଶୈବପୀଠରେ କାଉଡ଼ିଆଙ୍କ ଭିଡ଼ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, August 11, 2019

ଆଜି ଶ୍ରାବଣ ମାସର ଶେଷ ସୋମବାର: ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଶ୍ରାବଣ ମାସର ଶେଷ ସୋମବାର। ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି କାଉଡ଼ିଆ। ରାଜ୍ୟର ପ୍ରମୁଖ ଶୈବ କ୍ଷେତ୍ର ପୁରୀର ଲୋକନାଥ, ଆଠଗଡ଼ର ଧବଳେଶ୍ୱର, ଭଦ୍ରକର ଆରଡ଼ି ଓ ଢେଙ୍କାନାଳର କପିଳାସ ସମେତ ଅନ୍ୟ ଶିବ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଉଛି।

ଭିଡ଼କୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।



from Odisha Reporter https://ift.tt/2Z0w8Gm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages