ହୁଣ୍ଡି ଭାଙ୍ଗି ଟଙ୍କା ଓ ସୁନା ଲୁଟିନେଲେ ଦୁର୍ବୃତ୍ତ    - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 21, 2019

ହୁଣ୍ଡି ଭାଙ୍ଗି ଟଙ୍କା ଓ ସୁନା ଲୁଟିନେଲେ ଦୁର୍ବୃତ୍ତ   

ସୁବର୍ଣ୍ଣପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ସୋନପୁରର  ଇଷ୍ଟ ଦେବୀ ମା’ ସୁରେଶ୍ୱରୀ ମନ୍ଦିରରୁ ଗତକାଲି ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ହୁଣ୍ଡିରୁ ତାଲା ଭାଙ୍ଗି ଟଙ୍କା ଓ ସୁନା  ଲୁଟି ନେଇଛନ୍ତି।

ସୋନପୁର ପୁଲିସ୍‌ ମନ୍ଦିରରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମନ୍ଦିରରୁ ଚୋରି ନେଇ ଶ୍ରଦ୍ଧାଳୁଙ୍କ ମନରେ ଅସନ୍ତୋଷ ପ୍ରକାଶ ପାଇଛି। ଏଥିସହ ମନ୍ଦିରରୁ ବାରମ୍ୱାର ଚୋରି ହେଉଥିବା ଅଭିଯୋଗ ହୋଇଛି।

 



from Odisha Reporter https://ift.tt/2ZkRjD8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages