ଆଜି ହୋଇପାରେ ବର୍ଷା ସହ ବଜ୍ରପାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 23, 2019

ଆଜି ହୋଇପାରେ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ ସକାଳ ୧୦ଟା ୩୦ ପର୍ଯ୍ୟନ୍ତ ଏହି ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଭଦ୍ରକ ଓ ସୁନ୍ଦରଗଡ଼।

ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି।



from Odisha Reporter https://ift.tt/2NDEAtd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages