ନକ୍ସଲଙ୍କ ସହିଦ ସପ୍ତାହର ଶେଷ ଦିନରେ ଲାଗିଲା ନକ୍ସଲ ବିରୋଧୀ ପୋଷ୍ଟର  - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 2, 2019

ନକ୍ସଲଙ୍କ ସହିଦ ସପ୍ତାହର ଶେଷ ଦିନରେ ଲାଗିଲା ନକ୍ସଲ ବିରୋଧୀ ପୋଷ୍ଟର 

ବାଲିଗୁଡ଼ା(ଅଜିତ ନାୟକ):  ନକ୍ସଲଙ୍କ ସହିଦ ସପ୍ତାହର ଶେଷ ଦିନରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବସଷ୍ଟାଣ୍ଡରେ ନକ୍ସଲ ବିରୋଧୀ ପୋଷ୍ଟର ଲାଗିଛି। ଆଣ୍ଟି ନକ୍ସଲ ପିପୁଲସ୍ ପିସ୍‌ ଫୋର୍ସ କନ୍ଧମାଳ ଜିଲ୍ଲା କମିଟି ତରଫରୁ  ଏହି ପୋଷ୍ଟର ଲଗାଯାଇଛି। ଆସନ୍ତା ୫ ତାରିଖରେ ନକ୍ସଲ ନିନ୍ଦା ସପ୍ତାହ ପାଳନ କରିବାକୁ ପୋଷ୍ଟରରେ ଉଲ୍ଲେଖ ରହିଛି।

ନକ୍ସଲମାନଙ୍କୁ ଆଦିବାସୀ ହତ୍ୟାକାରୀ ଓ ବିକାଶ ବିରୋଧୀ ବୋଲି ଆଖ୍ୟା ଦିଆଯାଇଛି। ନକ୍ସଲଙ୍କ ସହିଦ ସପ୍ତାହକୁ ଜନସାଧାରଣ ଭୟ ନକରିବାକୁ ମଧ୍ୟ ଏହି ପୋଷ୍ଟରରେ ଉଲ୍ଲେଖ ଅଛି।

ସୂଚନାଯୋଗ୍ୟ, ଜୁଲାଇ ୨୮ ତାରିଖରୁ ଅଗଷ୍ଟ ୩ ଯାଏ ନକ୍ସଲମାନେ ସହିଦ୍ ସପ୍ତାହ ଦିବସ ପାଳନ କରୁଛନ୍ତି। ସରକାରଙ୍କ ନକ୍ସଲ ଦମନ ନୀତିକୁ ବିରୋଧ କରି ପ୍ରତିବର୍ଷ ବିଭିନ୍ନ ନକ୍ସଲ ସଂଗଠନ ତରଫରୁ ଏହି ସପ୍ତାହ ପାଳନ କରାଯାଇଥାଏ।



from Odisha Reporter https://ift.tt/2GJFHDc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages