୧୭ ଅଗଷ୍ଟ, ଶନିବାର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, August 16, 2019

୧୭ ଅଗଷ୍ଟ, ଶନିବାର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ପୋଷାକ କିଣି ପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ସିଂହ: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମଧ୍ୟାହ୍ଣ ପରେ ଶରୀର ଫୂର୍ତ୍ତି ରହିବ।

ବିଚ୍ଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କର୍ଯ୍ୟ ସଂପୂର୍ଣ୍ଣ ହେବ। ଭାଗ୍ୟ ବୃଦ୍ଧି ହେବ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ମକର: ଆଇନ୍‌ଗତ ମାମଲାରେ ବିଜୟୀ ହେବେ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ। କୌଣସି ନିଷ୍ପତ୍ତି ନେବା ବେଳେ ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ।

କୁମ୍ଭ: ଦିନଟି ଭଲରେ କଟିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।



from Odisha Reporter https://ift.tt/2NgZoWS

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages