ସ୍କୁଲ୍‌ରେ ପଡ଼ି ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 10, 2019

ସ୍କୁଲ୍‌ରେ ପଡ଼ି ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ମୋହନା(ମିହିର ଜତି): ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ଅନ୍ତର୍ଗତ ସମ୍ବଲପୁର ସ୍ଥିତ ଏକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରୀନା ଦଳବେହେରା। ତାଙ୍କ ଘର ବୁର୍ଦୁଗୁଡ଼ା ଗାଁରେ।

ଗତକାଲି ସେ ସ୍କୁଲ୍‌ରେ ସାଙ୍ଗମାନଙ୍କ ସହ ଖେଳୁଥିବା ବେଳେ ପଡ଼ି ଯାଇଥିଲେ। ଏହାପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ସ୍କୁଲ କର୍ତ୍ତୃପକ୍ଷ ଓ ପରିବାର ଲୋକେ ତାଙ୍କୁ  ଆର. ଉଦୟଗିରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପୁଲିସ୍‌ ଏନେଇ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2KHuP9U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages