ନୂଆଦିଲ୍ଲୀ: ଆମେରିକାର ଟେକ୍ସାସ ସ୍ଥିତ ଏକ ସପିଙ୍ଗ୍ ମଲ୍ରେ ଗୁଳିକାଣ୍ଡ ହୋଇଛି। ଏଥିରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ୨୬ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଗୁଳିକାଣ୍ଡର କାରଣ ଜଣାପଡ଼ି ନାହିଁ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
from Odisha Reporter https://ift.tt/2MDp7bQ
No comments:
Post a Comment